ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ସରକାର

ଭୁବନେଶ୍ୱର,18th April (BNews)ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ସରକାର । ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି । ପୂର୍ବଭଳି କଲେଜଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବାକୁ ନିଷ୍ପତ୍ତି ହୋଇଛି । ସେଲ୍ଫ ଫାଇନାନ୍ସିଂ କୋର୍ସ କାଟଛାଣ୍ଟ କରିବାକୁ ପୂର୍ବରୁ ନିର୍ଦ୍ଦେଶ ଥିଲା । ମାତ୍ର ୨୦% ପିଲାଙ୍କୁ ସେଲ୍ଫ ଫାଇନାନ୍ସିଂରେ ନେବାକୁ ନିର୍ଦ୍ଦେଶ ଥିଲା । ହେଲେ ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ବିରୋଧ କରାଯାଇଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *