ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ତିନି ଦିନିଆ ବାର୍ଷିକ କ୍ରୀଡ଼ା ଉଦ୍ଘାଟିତ ।
ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ତିନି ଦିନିଆ ବାର୍ଷିକ କ୍ରୀଡ଼ା ଉଦ୍ଘାଟିତ ।

କଟକ ୧୯-୧୨-୨୦୨୫(ବି.ଏନ.ଓ ) (ବିଜୟ କୁମାର ପଣ୍ଡା ) : ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ନେତାଜୀ ନଗର କଟକ ପକ୍ଷରୁ ତିନି ଦିନିଆ ବାର୍ଷିକ କ୍ରୀଡ଼ା ଉଦ୍ଘାଟିତ ହୋଇ ଯାଇଛି । ଶିକ୍ଷାକେନ୍ଦ୍ରର ନିର୍ଦ୍ଦେଶକ ବିଶିଷ୍ଟ ଶିକ୍ଷାବିତ୍ ତଥା ଶ୍ରୀ ଅରବିନ୍ଦ ଓ ଶ୍ରୀମାଙ୍କ ଉପରେ ଗବେଷଣା ରତ ସାରସ୍ବତ ସାଧକ ଅମ୍ବରିସ ମିଶ୍ର ଜୀ ଏହି ବାର୍ଷିକ କ୍ରୀଡ଼ାକୁ ଉତ୍ସବକୁ ଉଦ୍ଘାଟନ କରିଥିଲେ । ବିଦ୍ୟାର୍ଥୀ ବର୍ଗ ସମସ୍ତ କ୍ରୀଡ଼ାରେ ଅଂଶ ଗ୍ରହଣ କରିଥିଲେ । ସମସ୍ତ ଅପା ଭାଇ ଉପସ୍ଥିତ ରହି କ୍ରୀଡ଼ା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

