ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ତିନି ଦିନିଆ ବାର୍ଷିକ କ୍ରୀଡ଼ା ଉଦ୍ଘାଟିତ ।

ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ତିନି ଦିନିଆ ବାର୍ଷିକ କ୍ରୀଡ଼ା ଉଦ୍ଘାଟିତ ।

News By Bijay Kumar Panda

କଟକ ୧୯-୧୨-୨୦୨୫(ବି.ଏନ.ଓ ) (ବିଜୟ କୁମାର ପଣ୍ଡା ) : ରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ନେତାଜୀ ନଗର କଟକ ପକ୍ଷରୁ ତିନି ଦିନିଆ ବାର୍ଷିକ କ୍ରୀଡ଼ା ଉଦ୍ଘାଟିତ ହୋଇ ଯାଇଛି । ଶିକ୍ଷାକେନ୍ଦ୍ରର ନିର୍ଦ୍ଦେଶକ ବିଶିଷ୍ଟ ଶିକ୍ଷାବିତ୍ ତଥା ଶ୍ରୀ ଅରବିନ୍ଦ ଓ ଶ୍ରୀମାଙ୍କ ଉପରେ ଗବେଷଣା ରତ ସାରସ୍ବତ ସାଧକ ଅମ୍ବରିସ ମିଶ୍ର ଜୀ ଏହି ବାର୍ଷିକ କ୍ରୀଡ଼ାକୁ ଉତ୍ସବକୁ ଉଦ୍ଘାଟନ କରିଥିଲେ । ବିଦ୍ୟାର୍ଥୀ ବର୍ଗ ସମସ୍ତ କ୍ରୀଡ଼ାରେ ଅଂଶ ଗ୍ରହଣ କରିଥିଲେ । ସମସ୍ତ ଅପା ଭାଇ ଉପସ୍ଥିତ ରହି କ୍ରୀଡ଼ା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *