ଆସୁଛି ଆଉ ଏକ ବଡ଼ ବର୍ଷା ! ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସୁଛି ଆଉ ଏକ ବଡ଼ ବର୍ଷା ! ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସୁଛି ଆଉ ଏକ ବଡ଼ ବର୍ଷା । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ତେବେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବା ବେଳେ ଆସନ୍ତାକାଲି ପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୧୨ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ସେହିପରି ୧୩ ତାରିଖରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେ ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *