ଜାତୀୟ ପଞ୍ଚାୟତିରାଜ ଦିବସ

ପଞ୍ଚାୟତିରାଜ ଅନୁଷ୍ଠାନକୁ ଶକ୍ତିଶାଳୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

Bhubaneswar,24st April,(Bnews): : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତିରାଜ ଦିବସରେ ପଞ୍ଚାୟତିରାଜ ଅନୁଷ୍ଠାନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଛନ୍ତି । ଟ୍ୱିଟ କରି ସେ କହିଛନ୍ତି ଯେ, ତୃଣମୂଳସ୍ତରରୁ ଗଣତନ୍ତ୍ରକୁ ସୁଦୃଢ କରିବା ପାଇଁ ବିଜୁ ବାବୁ କ୍ଷମତାର ବିକେନ୍ଦ୍ରୀକରଣ ସହ ପଞ୍ଚାୟତର ସଶକ୍ତିକରଣ ଉପରେ ପ୍ରାଥମିକତା ଦେଉଥିଲେ । ତାଙ୍କରି ମାର୍ଗଦର୍ଶନରେ ପଞ୍ଚାୟତିରାଜ ଅନୁଷ୍ଠାନକୁ ସଶକ୍ତ କରିବାକୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଜାତୀୟ ପଞ୍ଚାୟତିରାଜ ଦିବସରେ ସଂକଳ୍ପବଦ୍ଧ ହୋଇ ଏହାକୁ ଆହୁରି ଦୃଢ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *