ଜେଲ୍‌ ଗଲେ ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର,1st May,(Bnews):– ତିଲେଇବଣିର ବିଡିଓଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଦେବଗଡର ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଜିଲ୍ଲା ଦୌରାଜଜ୍‌ଙ୍କ ଅଦାଲତରେ ହାଜର କରାଯିବା ପରେ ଜାମିନ୍‌ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଏହାସହ ଏହି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅନ୍ୟ ଦୁଇ ସହଯୋଗୀ ମଧ୍ୟ ଜେଲ୍‌ ଯାଇଛନ୍ତି ।

ସେ ସୁସ୍ଥ ହେବା ପରେ ତାଙ୍କୁ ଅଦାଲତରେ ହାଜର କରାଯାଇଥିଲା । ତାଙ୍କର ଜାମିନ୍‌ ନାମଞ୍ଜୁର ହେବାରୁ ଜେଲ୍‌କୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *