ଓଡ଼ିଶାରୁ ଆଜି ୧୧ ହଜାର ୫୧୩ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହଇଚଇ ସୃଷ୍ଟି କରିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୧ ହଜାର ୫୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୬ ଲକ୍ଷ ୫୮ ହଜାର ୬୪୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୬୪ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୦୫୨, ଯାଜପୁରରୁ ୭୯୧, ସୁନ୍ଦରଗଡରୁ ୬୯୯, ଅନୁଗୁଳରୁ ୬୯୦, ପୁରୀରୁ ୫୬୮, ମୟୂରଭଞ୍ଜରୁ ୫୩୪, ବାଲେଶ୍ବରରୁ ୫୨୪, ସମ୍ବଲପୁରରୁ ୪୩୮, ଝାରସୁଗୁଡାରୁ ୪୨୧, ବରଗଡରୁ ୩୮୪, ନୟାଗଡରୁ ୩୪୬, ଗଞ୍ଜାମରୁ ୩୧୬, ନବରଙ୍ଗପୁରରୁ ୩୦୨, ଜଗତସିଂହପୁରରୁ ୨୯୪, ବଲାଙ୍ଗୀରିରୁ ୨୯୩, କୋରାପୁଟରୁ ୨୬୪, ରାୟଗଡାରୁ ୧୯୯, କଳାହାଣ୍ଡିରୁ ୧୯୬, ବୌଦ୍ଧରୁ ୧୯୧, ସୋନପୁରରୁ ୧୮୬, କେନ୍ଦୁଝରରୁ ୧୫୧, କେନ୍ଦ୍ରାପଡାରୁ ୧୫୦, ଭଦ୍ରକରୁ ୧୩୨, ଢେଙ୍କାନାଳରୁ ୧୨୭, ଦେବଗଡରୁ ୧୧୭, ନୂଆପଡାରୁ ୧୧୧, ଗଜପତିରୁ ୧୧୦, କନ୍ଧମାଳରୁ ୧୦୨, ମାଲକାନାଗିରିରୁ ଏବଂ ଷ୍ଟେଟ ପୁଲରୁ ୨୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *