ଆଜି ଓଡ଼ିଶାରେ ପୁଣି ୪୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର :  ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୧୮ କୁ ବୃଦ୍ଧି ପାଇଛି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *