ବାତ୍ୟା ୟାଶ୍‌ର ମୁକାବିଲା ପାଇଁ ୫ ବରିଷ୍ଠ ଆଇଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ବାତ୍ୟା ୟଶ୍ ନେଇ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ସରକାର । ସର୍ବାଧିକ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକାରେ ବାତ୍ୟା ମୁକାବିଲା ସମ୍ପର୍କିତ ପ୍ରସ୍ତୁତି ଓ ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ତଦାରଖ ନେଇ ୫ ବରିଷ୍ଠ ଆଇଏଏସ୍‌ଙ୍କୁ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦ୍ରାପଡ଼ା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ପାଇଁ ଶାଶ୍ବତ ମିଶ୍ର, ଭଦ୍ରକ ପାଇଁ ଭି.ଭି. ଯାଦବ, ବାଲେଶ୍ବର ପାଇଁ ବିଶାଲ ଦେବ ଓ ମୟୂରଭଞ୍ଜ ପାଇଁ ସୁରେଶ ବସ୍ତିଆଙ୍କୁ ମିଳିଛି ଦାୟିତ୍ବ । ଏମାନେ ସମ୍ପୃକ୍ତ ଜିଲ୍ଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିବେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *