ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୋଭିଡର ଦ୍ୱିତୀୟ ଲହର ଜନିତ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମେ’ ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମେ’ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ । ଏହା ଦ୍ୱାରା ବାର ଲକ୍ଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *