ଓଡିଆ କଣ୍ଠଶିଳ୍ପୀ ତପୁ ମିଶ୍ର କରୋନା ପଜିଟିଭ୍

ଭୁବନେଶ୍ୱର  : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏଥିରେ ଅନେକ ସେଲେବ୍ କରୋନା ପଜିଟିଭ୍ ଚିହ୍ନଟ ହେଉଥିବା ବେଳେ ଏବେ ଓଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରୀର ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୁଚନା ଯେ, କରୋନା ପଜିଟିଭ୍ ଚିହ୍ନଟ ହେବାପରେ ଘରେ ହୋମ୍ ଆଇସୋଲେସନ୍ ରେ ଥିଲେ କିନ୍ତୁ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କ ଅବସ୍ଥା ଖରାପ ଥିବା ବିଶେଷ ସୁତ୍ରରୁ ଜଣାପଡିଛି । ସୁଚନା ଥାଉ କି, ୧୦ ଦିନ ତଳେ ତାଙ୍କ ବାପା ହୃଦଘାତରେ ପ୍ରାଣ ହରାଇଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *