ରଥ ଖଳାରେ କରୋନା ଆତଙ୍କ

ପୁରୀ: ପୁରୀରେ ରଥଖଳାରୁ ପୁଣି ଚିହ୍ନଟ ହେଲେ ୮ ଜଣ କରୋନା ସଂକ୍ରମିତ। ୮ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ମହାରଣା ଓ ୫ ଜଣ ଭୋଇ ସେବାୟତ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏ ନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ବୁଧବାର ରଥଖଳାର ୨ ବିଶ୍ବକର୍ମା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ସୁଦ୍ଧା ରଥ ନିର୍ମାଣରେ ନିୟୋଜିତ ୮୯ ଜଣଙ୍କ କୋଭିଡ୍ ପରୀକ୍ଷା କରାଯାଇସାରିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *