ସାବଧାନ୍‌ ! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଫଳରେ ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଏହି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ସେଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୟେଲୋ ୱାର୍ଣ୍ଣିଂ ହୋଇଥିବା ଜିଲ୍ଲାଗୁଡିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ । ଏହା ସହ ଗଞ୍ଜାମ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *