ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ମିଳିବ ରିଲିଫ୍

ଭୁବନେଶ୍ୱର: ବାତ୍ୟା କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା କରିଛନ୍ତି। ବୈଠକରେ ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ରିଲିଫ୍ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ୧୨୮ଟି ପ୍ରଭାବିତ ଗାଁଲୋକଙ୍କୁ ୭ ଦିନ ଯାଏଁ ରିଲିଫ୍ ମିଳିବ। କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟରାସ୍ତାକୁ ୨୪ ଘଣ୍ଟା ମଧ୍ୟରେ ମରାମତି ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ମଧ୍ୟରେ ୮୦% ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ମୁକାବିଲା ଲାଗି ପ୍ରଶାସକ, ପଞ୍ଚାୟତ ପ୍ରତିନିଧିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୋଲିସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାନ ଜଣାଇଛନ୍ତି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *