ଅଭିନେତା ଅଟଳ ବିହାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ଶଲାବୁଢ଼ା, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *