ସ୍ୟାଟ ଉଚ୍ଛେଦ ନିଷ୍ପତ୍ତିକୁ କାଏମ ରଖିଲେ ହାଇକୋର୍ଟ

କଟକ : ସ୍ୟାଟ ଉଚ୍ଛେଦକୁ ବିରୋଧ କରି ହାଇକୋର୍ଟରେ ମାମଲା ରୁଜୁ ପ୍ରସଙ୍ଗରେ ଆସିଛି ବଡ ଖବର । ସ୍ୟାଟକୁ ବିରୋଧ କରି ରୁଜୁ କରାଯାଇଥିବା ସମସ୍ତ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ । ଏହି ମାମଲାରେ କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତିକୁ କାଏମ ରଖିଛନ୍ତି ହାଇକୋର୍ଟ । ତେବେ ଅଗଷ୍ଟ ୨, ୨୦୧୯ରେ ସ୍ୟାଟ ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ ହୋଇଥିଲା । ସ୍ୟାଟ ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ କରିଥିଲେ କେନ୍ଦ୍ର ସରକାର । ଏହାକୁ ବିରୋଧ କରି ସ୍ୟାଟବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *