ୟୁଜି/ପିଜି ପରୀକ୍ଷା ନେଇ କ’ଣ କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : କରୋନା କାଳରେ ଶିକ୍ଷା ବିଭାଗ ଉପରେ ଅଧିକ ପ୍ରଭାବ ପଡିଛି । ଏହାରି ମଧ୍ୟରେ ୟୁଜି/ପିଜି ପାଠପଢା ଓ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ଆସନ୍ତା ୧୨ରେ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ବୈଠକ ହେବ । ଲକ-ଡାଉନ ବେଳେ ପାଠପଢ଼ା ସମ୍ପର୍କରେ ଅନୁଧ୍ୟାନ କରାଯିବ । ୟୁଜି/ପିଜି ପରୀକ୍ଷା ନେଇ କୁଳପତିମାନଙ୍କ ମତାମତ ନିଆଯିବ । କୁଳପତିମାନଙ୍କ ସହ ବୈଠକ ପରେ ସବୁ କଲେଜ ଅଧ୍ୟକ୍ଷଙ୍କ ସହ ବୈଠକ ହେବ । ପରୀକ୍ଷା ନେଇ ବୈଠକରେ ସେମାନଙ୍କ ମତ ବି ନିଆଯିବ । ଏହାପରେ ବିଭାଗ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *