ଗଞ୍ଜାମରେ ଦିଆଯିବ କୋଭାକ୍ସିନ ଟିକା

ଭୁବନେଶ୍ୱର : ରାଜ୍ୟରେ ଟିକାକରଣକୁ ବ୍ୟାପକ କରିଛନ୍ତି ରାଜ୍ୟ ସରକାର । ଏପର୍ଯ୍ୟନ୍ତ ରାଜ୍ୟରେ ତିନିଟି ଟିକା ଦିଆଯାଉଥିବାବେଳେ କେବଳ ଭୁବନେଶ୍ୱରକୁ ଛାଡ଼ି ଅନ୍ୟ ସବୁ ସ୍ଥାନରେ କୋଭିଶିଲ୍ଡ ଟିକା ଦିଆଯାଉଛି । ଏହି କ୍ରମରେ ଗଞ୍ଜାମ ଜିଲ୍ଲାରେ ମଧ୍ୟ କୋଭାକ୍ସିନ ଟିକା ଦିଆଯିବାନେଇ ନିଷ୍ପତି ହୋଇଛି । ୧୮ ବର୍ଷରୁ ଉଦ୍ଧ୍ୱର୍ଙ୍କ ପାଇଁ କୋଭାକ୍ସିନ ଟିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଗଞ୍ଜାମ ଜିଲ୍ଲାପାଳ ଓ ବ୍ରହ୍ମପୁର ପୌରପାଳିକର କମିଶନରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଏସିଏସ ପ୍ରଦୀପ୍ତ ମହାପାତ୍ର । ପ୍ରଥମ ଡୋଜ ନେଇନଥିବା ଲୋକଙ୍କୁ ଏଣିକି କୋଭାକ୍ସିନ ଦିଆଯିବ । ଦ୍ୱିତୀୟ ଡୋଜ ବାକିଥିବା ଲୋକଙ୍କୁ କୋଭିସିଲ୍ଡ ଦେବାକୁ ନିଷ୍ପତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *