ପ୍ରମୋଦ କୁମାର ମଲ୍ଲିକ ହେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ବରିଷ୍ଠ ସୂଚନା ସେବା ଅଧିକାରୀ ଡଃ ପ୍ରମୋଦ କୁମାର ମଲ୍ଲିକଙ୍କୁ ଅତିରିକ୍ତ ଅତିରିକ୍ତ ନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ଦିଆଯାଇଛି । ଏହା ପୂର୍ବରୁ ସେ ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ । ସେ ବିଭିନ୍ନ ଜିଲ୍ଲାର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଏବଂ ବିଭାଗୀୟ ଉପ ନିର୍ଦ୍ଦେଶକ ଭାବରେ ମଧ୍ୟ କାର୍ଯ୍ୟ ତୁଲାଇଛନ୍ତି । ପଦୋନ୍ନତି ପାଇଁ ବିଭାଗ ତଥା ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହା ସହ ତାଙ୍କୁ ଓଡ଼ିଶା ସୂଚନା ସେବା ସଂଘ ବିଭାଗୀୟ ଅଧିକାରୀ ଓ ଶୁଭେଚ୍ଛୁମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *