ଅତିରିକ୍ତ ତହସିଲଦାରଙ୍କ ଚିକିତ୍ସା ପାଇଁ ୧୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚିକିତ୍ସା ପାଇଁ ଅର୍ଥ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲଖନପୁରର ଅତିରିକ୍ତ ତହସିଦାର ମାନସ ରାୟଙ୍କ ଚିକିତ୍ସା ପାଇଁ ୧୦ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ମାନସ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଏକମୋ ସପୋର୍ଟରେ ଅଛନ୍ତି । ସେ କରୋନା ସଂକ୍ରମିତ ହେବା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡ଼ିଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *