ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼, ୪ ଆହତ

ଦିଗପହଣ୍ଡି: ପୂର୍ବ ଶତ୍ରୁତାକୁ କେନ୍ଦ୍ର ଗୋଷ୍ଠୀ ସଂଘର୍ଷ, ବୋମାମାଡ଼ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଜରଡ଼ା ଥାନା ଅନ୍ତର୍ଗତ ଭୀମପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ସକାଳୁ ସକାଳୁ ବୋମାମାଡ଼ ହୋଇଥିବା ଜଣାପଡିଛି । ବୋମାମାଡ଼ରେ ୪ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଉଛି । ଘଟଣାସ୍ଥଳରେ ଜରଡ଼ା ଥାନା ପୋଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ଗାଁରେ ତୀବ୍ର ଉତ୍ତେଜନା ଲାଗି ରହିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *