ସମ୍ୱଲପୁରରେ ଅଭାବନୀୟ ଘଟଣା: ମହାନଦୀରେ ଭାସିଗଲେ ପୂରା ପରିବାର

ସମ୍ୱଲପୁର: ସମ୍ବଲପୁର ମହାନଦୀରେ ଅଭାବନୀୟ ଘଟଣା । ଦଳେଇପଡ଼ା ଘାଟରେ ଗାଧୋଉଥିବା ବେଳେ ଭାସିଗଲେ ବାପା, ପୁଅ ଓ ଝିଅ । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଜଣେ ଉଦ୍ଧାର କରାଯାଇଛି । ଅନ୍ୟ ଦୁଇଜଣ ନିଖୋଜ ଅଛନ୍ତି । ଗାଧୋଇବା ବେଳେ ନଦୀର ସ୍ରୋତରେ ଭାସି ଯାଇଥିଲେ ବାପା, ପୁଅ ଓ ଝିଅ । ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *