ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୬ ହଜାର ୫୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୨ ଜଣ ରହିଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *