୨ ମହିଳାଙ୍କ ଉପରେ ମାଡିଗଲା ପିକଅପ୍, ଜଣେ ମୃତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଦୁର୍ଗା ମନ୍ଦିର ନିକଟରେ ଘଟିଛି ଏକ ଭୟଙ୍କର ସଡକ ଦୁର୍ଘଟଣା । ମନ୍ଦିର ଯିବା ବାଟରେ ୨ ମହିଳାଙ୍କ ଉପରେ ମାଡିଯାଇଛି ପିକଅପ୍ । ଦୁର୍ଘଟଣା  ଫଳରେ ଘଟଣାସ୍ଥଳରେ ହିଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ମହିଳାଙ୍କୁ ଉଦ୍ଧାର କରି ତୁରନ୍ତ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ପିକଅପ୍ ବି ଜବତ କରିଛି । ଏହା ସହ ଦୁର୍ଘଟଣା ଘଟାଇଥିବା ଡ୍ରାଇଭରକୁ ଅଟକ ରଖିଛି ପୋଲିସ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *