ଅଗଷ୍ଟ ୨୭ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ବସିବାକୁ ଯାଉଛି ସର୍ବଦଳୀୟ ବୈଠକ । ଅଗଷ୍ଟ ୨୭ରେ ସର୍ବଦଳୀୟ ବୈଠକ ଡକାଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ସେପ୍ଟେମ୍ବର ୧ରୁ ବିଧାନସଭା ଅଧିବେଶନ ଥିବାରୁ ଡକାଯାଇଛି ଏହି ବୈଠକ । କେମିତି ବିଧାନସଭା ଚାଲିବ, ସେନେଇ ବୈଠକରେ ଆଲୋଚନା ହେବ । କୋଭିଡ କଟକଣାରେ ମୌସୁମୀ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ନେଇ ଆଲୋଚନା ହେବ । ଏନେଇ ଖୋଦ୍ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *