କୋଭିଡରେ ସ୍ୱାମୀଙ୍କୁ ହରାଇଥିବା ବିଧବା ଓ ପିଲାଙ୍କୁ ମଧୁବାବୁ ପେନସନ ଯୋଜନାରେ ସହାୟତା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ସଂକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ନିର୍ଦ୍ଦେଶ । କୋଭିଡରେ ସ୍ୱାମୀଙ୍କୁ ହରାଇଥିବା ବିଧବା ଓ ପିଲାଙ୍କୁ ୧୫ ଦିନ ମଧ୍ୟରେ ଚିହ୍ନଟ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧୁବାବୁ ପେନସନ ଯୋଜନାରେ ସହାୟତା, ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ୩ ମାସର ଆଗୁଆ ଭତ୍ତା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ତୃତୀୟ ଲହର ପୂର୍ବରୁ ଶିଶୁଙ୍କ ସୁରକ୍ଷାକୁ ପ୍ରାଥମିକତା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ବ୍ଲାକ ଫଙ୍ଗସ୍ ପାଇଁ ଆଗୁଆ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଛି ମୁଖ୍ୟମନ୍ତ୍ରୀ । କୋଭିଡ ସ୍ଥିତିର ସମୀକ୍ଷା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତୃତୀୟ ଲହରରେ ଶିଶୁଙ୍କୁ ଫୋକସ୍ କରିବାକୁ ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତା ସପ୍ତାହ ସୁଦ୍ଧା କୋଭିଡ ସ୍ଥିତିରେ ଉନ୍ନତି ଆସିବ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୁରୁତ୍ବପୂର୍ଣ୍ଣ କଥା ହେଲା ମେଡିକାଲରେ ଅକ୍ସିଜେନ ବ୍ୟବହାର ମଧ୍ୟ ହ୍ରାସ ପାଉଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *