ରାଷ୍ଟ୍ରମନ୍ତ୍ରୀ ଭାବରେ ଶପଥ ନେଲେ ବିଶ୍ୱେଶ୍ୱର ଟୁଡୁ

ନୂଆଦିଲ୍ଲୀ: ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ରାଷ୍ଟ୍ରମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ଓଡିଶାରୁ ଦ୍ୱିତୀୟ ବ୍ୟକ୍ତି ଭାବରେ ମୋଦୀଙ୍କ କ୍ୟାବିନେଟରେ ସାମିଲ ହୋଇଛନ୍ତି ଟୁଡୁ । ଏହା ପୂର୍ବରୁ ପୂର୍ବତନ ଆଇଏଏସ ଅଫିସର ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟ୍ ମନ୍ତ୍ରୀ ଭାବରେ ମୋଦୀ ୨.୦ରେ ସାମିଲ ହୋଇଥିଲେ । ଉଭୟ ଅଶ୍ୱିନୀ ଏବଂ ବିଶ୍ୱେଶ୍ୱର ପ୍ରଥମ ପାଇଁ ସାଂସଦ ଭବନ ପ୍ରବେଶରେ ମନ୍ତ୍ରୀ ହେବାର ସୌଭାଗ୍ୟ ହାସଲ କରିଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *