ରାଜ୍ୟରେ ପ୍ରଥମ: ବୁର୍ଲା ଭିମ୍‌ସାର୍ ବ୍ଳାକ୍ ଫଙ୍ଗସ୍ ସନ୍ଦିଗ୍ଧଙ୍କ ମୃତ୍ୟୁ

ସମ୍ୱଲପୁର: ବୁର୍ଲା ଭୀମସାରରେ ପ୍ରଥମ ବ୍ଲାକ ଫଙ୍ଗସ ସନ୍ଧିଗ୍ଧଙ୍କ ମୃତ୍ୟୁ । ଆଉ ତିନିଜଣ ବ୍ଲାକ ଫଙ୍ଗସ ସନ୍ଦିଗ୍ଧ ଭିମସାରରେ ଚିକିତ୍ସିତ ହେଉଥିବା ଭୀମସାର ଅଧିକ୍ଷକ ସୂଚନା ଦେଇଛନ୍ତି । ମୃତକ ଜଣଙ୍କର ନମୁନା ପରୀକ୍ଷା ପାଇଁ ଭୀମସାର କତ୍ତୃପକ୍ଷ ଭୁବନେଶ୍ୱରକୁ ପଠାଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ବ୍ଲାକ ଫଙ୍ଗସ କି ନୁହଁ ସ୍ପଷ୍ଟ ହୋଇନାହିଁ । ଅନ୍ୟ ତିନିଜଣ ସନ୍ଧିଗ୍ଧଙ୍କ ମଧ୍ୟ ନମୁନାକୁ ଭୁବନେଶ୍ୱରକୁ ପଠା ହୋଇଛି । ସେଠାରୁ ରିପୋର୍ଟ ଆସିବା ପରେ ହିଁ ଏହି ସମସ୍ତ ରୋଗୀ ବ୍ଲାକ ଫଙ୍ଗସରେ ପୀଡିତ କି ନୁହଁ ତାହା ସ୍ପଷ୍ଟ ହୋଇପାରିବ ବୋଲି ସୂଚନା ଦେଇଛନ୍ତି ଭୀମସାର ଅଧିକ୍ଷକ ପ୍ରଫେସର ଡାକ୍ତର ଲାଲ ମୋହନ ନାୟକ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *