ମୁଖ୍ୟମନ୍ତ୍ରୀଙ୍କ ସହିତ ନୀତି ଆୟୋଗ ସି.ଇ.ଓଙ୍କ ଆଲୋଚନା: ମୁଖ୍ୟଶାସନ ସଚିବଙ୍କ ଅଧିନରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ, ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର-୦୭-୦୮-୨୦୨୪-(ବି.ଏନ୍.ଓ) ବିକଶିତ ଓଡ଼ିଶାର ସ୍ୱପ୍ନକୁ ସାକାର କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ
Read more