ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣ: ସମସ୍ତ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣ । ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଊର୍ଦ୍ଧ୍ୱ ଡୋଜ୍‌ର କରୋନା ଟିକା ଦିଆଯାଇଛି । ଏ ନେଇ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଏବଂ କର୍ମଚାରୀଙ୍କ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟୋଜିତ କର୍ମଚାରୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ଯୋଗୁଁ ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଊର୍ଦ୍ଧ୍ଵ ଟିକାକରଣ ସମ୍ଭବ ହୋଇଛି । ଆସନ୍ତୁ ଟିକାକରଣ ଓ ମାସ୍କ ପରିଧାନ ନେଇ ସଚେତନତାକୁ ଆହୁରି ବ୍ୟାପକ କରିବା ଏବଂ ନିଜ ତଥା ନିଜ ପରିବାର ସହ ସାରା ଦେଶକୁ କୋଭିଡ ସଂକ୍ରମଣରୁ ସୁରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । 

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *