ସିପିଆଇଏମଏଲ ରାଜ୍ୟ ସମ୍ପାଦକଙ୍କ କରୋନାରେ ଦେହାନ୍ତ

ଭୁବନେଶ୍ୱର : ସିପିଆଇଏମଏଲ ରାଜ୍ୟ ସମ୍ପାଦକ ଶିବରାମଙ୍କ କରୋନାରେ ଦେହାନ୍ତ । କୋଭିଡରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ କୋଭିଡ ହସ୍ପିଟାଲରେ ମୃତ୍ୟୁ ହୋଇଛି । ଗତ ମେ ୩ ତାରିଖରେ କୋଭିଡରେ ଆକ୍ରାନ୍ତ ହୋଇ ପଟିଆସ୍ଥିତ ଏକ ଘରୋଇ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *