ରାଧାପାଦ ଦର୍ଶନ

ଢେଙ୍କାନାଳ : ଢେଙ୍କାନାଳର କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଲରମଜୀଉଙ୍କ ମନ୍ଦିର ପାର୍ଶ୍ୱରେ ଥିବା ରାଧାକୃଷ୍ଣଙ୍କ ମନ୍ଦିର ଗୃହରେ ଅଁଳା ନବମୀ ଓ ରାଧାପଦ ଦର୍ଶନ ଅନୁଷ୍ଠିତ ହୋଇଯାଇଛି । ପ୍ରାତଃରୁ ରାଧାଙ୍କୁ ମହାସ୍ନାନ କରାଯାଇ ନୂତନ ବସ୍ତ୍ର ପରିଧାନ, ଶଙ୍ଖା ଲାଗି କରାଯାଇଥିଲା । ଏହାପରେ ମିଠା ଓ ଫଳମୂଳ ଭୋଗ ଲାଗି କରାଯାଇଥିଲା । ମଧ୍ୟାହ୍ନରେ ଅର୍ଣ୍ଣ ଶୁଙ୍କୁଡ଼ି ଭୋଗ ଲାଗି କରାଯାଇଥିଲା । ପୂଜକ ଭାଗିରଥି ପଣ୍ଡା, ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର ଓ ଜିମଦର ବସନ୍ତ ରଥଙ୍କ ତତ୍ୱବାଧାନରେ ଏହି ରାଧାପାଦ ଦର୍ଶନ ଅନୁଷ୍ଠିତ ହୋଇଯାଇଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *