ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ  ଦ୍ବାରା ଏଡସ୍ ଦିବସ ପାଳିତ

ଢେଙ୍କାନାଳ :  ଢେଙ୍କାନାଳ ଜିଲ୍ଲା ଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧକ୍ଷ , ଶ୍ରୀଯୁକ୍ତ ଶରତ କୁମାର ଦେହୁରୀଙ୍କ ନିର୍ଦ୍ଦେଶକ୍ରମେ ଡିଜିଟାଲ ମାଧ୍ୟମରେ ଏଡସ୍ ଦିବସ ପାଳିତ ହୋଇଯାଇଅଛି । ଏହି ଅବସରରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ , ଶ୍ରୀ ସୁକାନ୍ତ କିଶୋର ଜେନା ଉପସ୍ଥିତ ରହି ଏଡସ୍ ରୋଗର ଉତ୍ପତି ଏବଂ ବର୍ତ୍ତମାନର ସ୍ଥିତି ଉପରେ ଏକ ଆଲୋଚନା କରିଥିଲେ । ଏତଦ୍ ସହିତ ଏଡସ୍ ରୋଗରେ ପୀଡିତ ଥିବା ଲୋକ ମାନଙ୍କୁ ଘୃଣା ନ କରିବା , ତାଙ୍କୁ ସେବା କରିବା , ଚିକିତ୍ସାଳୟ ଗୁଡିକର ଭୂମିକା ଏବଂ ଏହି ରୋଗକୁ କିପରି ରୋକାଯାଇ ପାରିବ ସେ ବିଷୟରେ ବିଷଦ ଭାବରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ପ୍ୟାନେଲ ଲୟର / ପି.ଏଲ.ଭି ପ୍ରମୁଖ ଉପସ୍ଥିତ ଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *