କଟକରେ ୬୯ ଲକ୍ଷ ଟଙ୍କାର ନକଲି କରୋନା ମେଡିସିନ୍ ଠାବ

କଟକ : କଟକରେ ନକଲି କରୋନା ମେଡିସିନ୍‌ । ୬୯ ଲକ୍ଷ ଟଙ୍କା ମେଡିସିନ୍‌ ଠାବ କଲା ଡ୍ରଗ ଡିପାଟମେଣ୍ଟ । ନକଲି କାରବାରରେ ସୀମା ଟପିଲା କଟକ । କନିକାଛକ ନିକଟରେ ଥିବା ଏକ ମେଡ଼ିସିନ ହୋଲସେଲେ ଗୋଦାମ ଉପରେ ଜିଲ୍ଲା ଡ୍ରଗ ଡିପାଟମେଣ୍ଟର ଚଢ଼ାଉ । ୬୯ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ କରାଯାଇଛି । ଉତ୍ତରପ୍ରଦେଶର ମାକ୍ସ ରିଲିଫ ହେଲଥ କେୟାର ନାମକ କମ୍ପାନୀରୁ ଏହି ଔଷଧ ଆସୁଥିଲା।ହୋଲସେଲର ବିରୁଦ୍ଧରେ ରେ ଡ୍ରଗ ଆଣ୍ଡ କସମେଟିକ ଆଇନ ମୁତାବକ କଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *