ଭୁବନେଶ୍ୱର ଏୟାରପୋର୍ଟରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ, ଡାକ୍ତରଖାନାରେ ଯାତ୍ରୀଙ୍କ ମୃତ୍ୟୁ

ଭୁବନେଶ୍ୱର : ଭୁବନେଶ୍ୱର ଏୟାରପୋର୍ଟରେ ଜରୁରୀ ଅବତରଣ କରିଛି ଇଣ୍ଡିଗୋ ବିମାନ । ଏହି ବିମାନ କୋଲକାତାରୁ ହାଇଦରାବାଦ ଯାଉଥିଲା । ମଝି ଆକାଶରେ ଜଣେ ଯାତ୍ରୀଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯିବାରୁ ବିମାନକୁ ଜରୁରୀ ଅବତରଣ  କରିଯାଇଥିବା ସୂଚନା ମିଳିଛି । ଆମ୍ୱୁଲାନ୍ସ ଯୋଗେ ଅସୁସ୍ଥ ଯାତ୍ରୀଙ୍କୁ ତୁରନ୍ତ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ହଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *