ରାଜ୍ୟରେ ବରିଷ୍ଠ OAS ଅଧିକାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟରେ ବରିଷ୍ଠ OAS ଅଧିକାରୀ ସ୍ତରରେ ଆଜି ଅଦଳବଦଳ ହୋଇଛି । ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସଂପର୍କ ବିଭାଗ ର ନିର୍ଦ୍ଦେଶକ ହୋଇଥିବା ବେଳେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି ମନୋଜ ମହାନ୍ତି । ସେହିପରି ଇଡ୍‌କୋ ଭୂମି ବିଭାଗ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ହୋଇଛନ୍ତି ବିଜୟ ଦାଶ । ଏହା ସହ ରତ୍ନାକର ସାହୁ ହୋଇଛନ୍ତି ନବରଙ୍ଗପୁରର ଅତିରିକ୍ତ ଜିଲ୍ଲାପାଳ । ସରୋଜ ସ୍ବାଇଁଙ୍କୁ ପୁରୀ ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *