ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କର ଆଜି ପରଲୋକ ଘଟିଛି । ୬୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି । ବିଜୟଶ୍ରୀଙ୍କ ପରଲୋକ ନେଇ ତାଙ୍କ ନିକଟ ସମ୍ପର୍କୀୟ ସୂଚନା ଦେଇଛନ୍ତି । ତେବେ ବିଜୟଶ୍ରୀ ରାଉତରାୟ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ । ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ସେ ୬ ଥର ଜିତିଥିଲେ । ନବୀନ ସରକାରରେ ସେ ଏକାଧିକ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ସ୍ୱାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଥିଲେ ବିଜୟଶ୍ରୀ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *