୧ ସପ୍ତାହ ପାଇଁ ଘୁଞ୍ଚିଲା ଗ୍ଲୋବାଲ୍ ଟେଣ୍ଡର ପ୍ରକ୍ରିୟା

ଭୁବନେଶ୍ୱର : ଟିକା ପାଇଁ ଆଜି ହେବାକୁ ଥିବା ଗ୍ଲୋବାଲ୍ ଟେଣ୍ଡର୍ କୁ ଘୁଞ୍ଚାଇଲେ ରାଜ୍ୟ ସରକାର । ଏହାକୁ ୧ ସପ୍ତାହ ପାଇଁ ଘୁଞ୍ଚାଇ ଦିଆଯାଇଛି । ତେବେ ଟିକାକରରକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ଗ୍ଲୋବାଲ୍ ଟେଣ୍ଡର୍ ଆରମ୍ଭ କରିଥିଲେ । ହେଲେ ଆଜି ସରିବାକୁ ଥିବା ଏହି ପ୍ରକ୍ରିୟା ଜୁନ୍ ୪ ତାରିଖକୁ ଘୁଞ୍ଚାଇ ଦିଆଯିବା ନେଇ ସୂଚନା ମିଳିଛି । ମେ ୧୫ ତାରିଖରେ ରାଜ୍ୟ ସରକାର ଟିକାର ଅଭାବର ଦୂରୀକରଣ ପାଇଁ ବିଶ୍ୱର ଅଗ୍ରଣୀ ଟିକା ପ୍ରସ୍ତୁତକାରୀ କମ୍ପାନୀ ମାନଙ୍କଠାରୁ ୩.୮ କୋଟି ଟିକା କିଣିବା ପାଇଁ ଗ୍ଲୋବାଲ୍ ଟେଣ୍ଡର ଆରମ୍ଭ କରିଥିଲେ ରାଜ୍ୟ ସରକାର ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *