ଗୁଜୁରାଟ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

ନୂଆଦିଲ୍ଲୀ: ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀ ଇସ୍ତଫା ଦେଇଛନ୍ତି । ଶନିବାର ଦିନ ରାଜ୍ୟପାଳଙ୍କୁ ଭେଟିବା ପରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସହିତ ଡେପୁଟି ସିଏମ୍ ନିତିନ୍ ପଟେଲ୍ ମିଶି ରାଜ୍ୟପାଳଙ୍କ ପାଖକୁ ଯାଇଥିଲେ । ସେ ପ୍ରାୟ ୫ ବର୍ଷ ହେଲା ମୁଖ୍ୟମନ୍ତ୍ରୀ ପଦବୀରେ ରହିଥିଲେ । ତେବେ ତାଙ୍କ ପରେ ପରବର୍ତ୍ତୀ ମୁଖ୍ରମନ୍ତ୍ରୀ କିଏ ହେବେ ତାକୁ ନେଇ ଏବେ ଚର୍ଚ୍ଚା ଚାଲିଛି । କିନ୍ତୁ କିଏ ହେବେ ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *