୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : କାଲି ସକାଳ ସୁଦ୍ଧା ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା । ଆଜି ସାରା ଦେଶକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ସ୍ୱାଭାବିକ ଭାବେ ଜୁଲାଇ ୮ ସୁଦ୍ଧା ସାରା ଦେଶକୁ ଛୁଇଁଥାଏ ମୌସୁମୀ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *