ସୂଚନା ଓ ଲୋକସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଇନ୍ଦ୍ରମଣି ତ୍ରିପାଠୀ

ଭୁବନେଶ୍ବର : ସୂଚନା ଓ ଲୋକସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ଇନ୍ଦ୍ରମଣି ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ବିଭାଗର କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ଦାୟିତ୍ୱ ଗ୍ରହଣ ପରେ ବିଭାଗୀୟ ଅଧିକାରୀଙ୍କ ସହ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଆଲୋଚନା କରିଛନ୍ତି । ପୂର୍ବରୁ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ପଦରୁ କୃପାସିନ୍ଧୁ ମିଶ୍ର ଚାକିରିରୁ ଅବସର ନେଇଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *