୨୦୧୬ ମସିହା ନାବାଳିକା ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଜରିମାନା

କଟକ : ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ । ୨୦୧୬ ମସିହା ମେ’ରେ ବାରଙ୍ଗରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଦୋଷୀ ସାବ୍ୟସ୍ତ ହୋଇଛି । ତାକୁ କଟକ ପକ୍‌ସୋ କୋର୍ଟ ୧୦ ବର୍ଷ ଜେଲ ଦଣ୍ଡାଦଣ୍ଡ ଦେଇଛନ୍ତି । ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ରହିଛି । ଜୋରିମାନା ଅନାଦେୟ ଆଉ ଏକ ବର୍ଷ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ । ଏଥିସହ ପୀଡ଼ିତାଙ୍କୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ୧୭ଜଣଙ୍କ ସାକ୍ଷ୍ୟଙ୍କ ବୟାନ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି ପକ୍‌ସୋ କୋର୍ଟ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *