ଅସିଦ୍ଧ ଘୋଷଣା ହେଲା କୋଟିଆ ସହ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର : ଆନ୍ଧ୍ର ପ୍ରଦେଶ ସରକାରଙ୍କୁ ଲାଗିଛି ଏକ ବଡ଼ ଝଟକା । କୋଟିଆରେ ଆନ୍ଧ୍ର କରିଥିବା ନିର୍ବାଚନ ଅସିଦ୍ଧ ଘୋଷଣା କଲେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । କହିଲେ ସୁପ୍ରିମ୍ କୋର୍ଟଙ୍କ ଗାଇଡ୍ ଲାଇନ୍ ଉଲ୍ଲଂଘନ ହୋଇଛି । ଆନ୍ଧ୍ର ପ୍ରଦେଶ ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶ ଫଳରେ ରାଜ୍ୟ ସରକାରଙ୍କୁ ଲାଗିଛି ଶକ୍ତ ଧକ୍କା । ରାଜ୍ୟରେ  ହୋଇଥିବା ପଞ୍ଚାୟତ ନିର୍ବାଚନକୁ ମଧ୍ୟ ଅସିଦ୍ଧ ଘୋଷଣା କରାଯାଇଛି । ନିର୍ବାଚନରେ ସୁପ୍ରିମ୍ କୋର୍ଟଙ୍କ ଗାଇଡ୍ ଲାଇନ୍ ଉଲ୍ଲଂଘନ ହୋଇଥିବା କହିଛନ୍ତି କୋର୍ଟ। ଏଥିସହ ପୁଣିଥରେ ନିୟମ ଅନୁସାରେ ନିର୍ବାଚନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *