ଇ-ଯାନ ପଲିସି ସହ ୧୪ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ୱର: ଏଣିକି ବିଦ୍ୟୁତ୍ ଚାଳିତ ଗାଡ଼ି କିଣିଲେ ମିଳିବ ସରକାରୀ ପ୍ରୋତ୍ସାହନ । ଇ-ଯାନ ପଲିସି ଉପରେ ବାଜିଲା ମୋହର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ କ୍ୟାବିନେଟ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛି । ଏହାସହ ଓଡ଼ିଶା ସୋସିଆଲ୍‌ ସିକ୍ୟୁରିଟି ସର୍ଭିସ-୨୦୨୧ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି କ୍ୟାବିନେଟ୍ । ଓଡ଼ିଶା ଭେଟେନାରୀ ସର୍ଭିସ୍‌ କ୍ୟାଡରର ପୁନର୍ଗଠନକୁ ଅନୁମୋଦନ ମିଳିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *