ପିପିଲି ଉପନିର୍ବାଚନ: ୫ଟା ସୁଦ୍ଧା ୬୮.୪୦% ଭୋଟ ଗ୍ରହଣ

ପିପିଲି : ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ପ୍ରକ୍ରିୟା ଜାରି ରହିଛି । ଏହି ପରିପ୍ରେକ୍ଷୀରେ ୫ଟା ସୁଦ୍ଧା ୬୮.୪୦% ଭୋଟ ଗ୍ରହଣ ହୋଇଥିବା ସୂଚନା ମିଳିଛି । ୬ଟା ପରେ ମତଦାନ ହାର ନେଇ ଚୂଡାନ୍ତ ସୂଚନା ମିଳିବ । ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ ଏନେଇ ସୂଚନା ଦେଇଛନ୍ତି । ତେବେ ଦିନ ୩ଟା ସୁଦ୍ଧା ୫୯.୭୨% ମତଦାନ ହୋଇଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *