ଲୋକୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର : ଲୋକୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଲୋକୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ ଆବେଦନ କରିଛନ୍ତି । ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ଅଭିଯୋଗ ଅଣାଯାଇଛି । ପ୍ରଦୀପଙ୍କ ପକ୍ଷରୁ କୋର୍ଟରେ ଲଢ଼ୁଛନ୍ତି ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *