ପ୍ରଫେସର ପ୍ରିୟମ୍ଵଦା ମହାନ୍ତି ହେଜମାଦୀଙ୍କ ପୁସ୍ତକ” contours of my life ” ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉନ୍ମୋଚିତ

ଭୁବନେଶ୍ବର : ପ୍ରଫେସର ପ୍ରିୟମ୍ଵଦା ମହାନ୍ତି ହେଜମାଦୀଙ୍କ ପୁସ୍ତକ contours of my life, ଗତ ସନ୍ଧ୍ୟା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉନ୍ମୋଚିତ ହେଇଯାଇଛି । ଓଡିଶୀ ନୃତ୍ୟ, ସଙ୍ଗୀତ, ବିଜ୍ଞାନ, ଗବେଷଣା, ନାରୀ ସ୍ବାଧୀନତା ତଥା ସମସାମୟିକ ଘଟଣା ବଳୀ ଉପରେ ପ୍ରଫେସର ହେଜମାଦୀଙ୍କ ଦ୍ଵାରା ବିଭିନ୍ନ ସମୟରେ ରଚିତ ନିବନ୍ଧ ଓ ସାକ୍ଷାତକାର ଏହି ପୁସ୍ତକ ରେ ସନ୍ନିବେଶିତ ହେଇଅଛି । ଭୁବନେଶ୍ବରର ଶିକ୍ଷା ସନ୍ଧାନ ହେଉଛନ୍ତି ପୁସ୍ତକର ପ୍ରକାଶକ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଶ୍ରୀ ଆର୍ ବାଲକ୍ରିଷନଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *