ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଆଦର୍ଶ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ

ପୁରୀ(ବସନ୍ତ ଦାସ ): ଆଜି ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ୍ ଅନ୍ତର୍ଗତ ଚଅରପଦାର ହଂଶପଦ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଥିଲାଗି ୭ କୋଟି ୨୬ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରଖିଛନ୍ତି । ସେହିପରି ବଡ଼ଗାଁ ଗବନଳିଆ ଜଊ ରାସ୍ତା ଲାଗି ଏକ କୋଟି ୮୫ଲକ୍ଷ ବିଭିନ୍ନ ପ୍ରକଳ୍ପ ୭୫ଲକ୍ଷ ଟଙ୍କାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି । ଏହି ଭିତି ପ୍ରସ୍ତର ସ୍ଥାପନ ଉତ୍ସବରେ ବିଜେଡି ସଭାପତି ଅଶୋକ କୁମାର ସାହୁ , ବ୍ଲକ୍ ଅଧ୍ୟକ୍ଷା ମନୋଷିନି ଖାଟୋଇ ଓ ଉପାଧକ୍ଷ ଅଜୟ କୁମାର ସ୍ୱାଇଁ ଉପସ୍ଥିତ ଥିଲେ । ଜିଲ୍ଲା ପରିଷଦଙ୍କ ପ୍ରତିନିଧି ଭାଗ୍ୟ ଧର ଖାଟୋଇ ପ୍ରମୁଖ ଯୋଗ ଦେଇଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *