Tata Steel Kalinganagar observes National Pollution Control Day

ଟାଟା ଷ୍ଟିଲ୍ କଳିଙ୍ଗନଗର ପକ୍ଷରୁ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସପାଳନ

ଭୁବନେଶ୍ୱର: ପରିବେଶ ପ୍ରତି ପ୍ରତିବଦ୍ଧତାକୁ ଦୋହରାଇ ଏବଂ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସକୁ ପାଳନ କରି ଟାଟା ଷ୍ଟିଲ୍ କଳିଙ୍ଗନଗର (ଟିଏସ୍‌କେ) ପକ୍ଷରୁ ଓଡ଼ିଶାର ଯାଜପୁର ଜିଲ୍ଲାର କଳିଙ୍ଗନଗରରେ ଥିବା ଏହାର କାରଖାନାରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କ଼ାର୍ଯ୍ୟକ୍ରମରେ ପ୍ରାୟ ୨୦୦ରୁ ଅଧିକ ଚାରାରୋପଣ କରାଯାଇଥିଲା ଯେଉଁଥିରେ
ଟିଏସ୍‌କେର ଆଗ୍ଲୋମେରେଟେସ୍ ମୁଖ୍ୟ ୱାଇ ଜି ଏସ୍ ପ୍ରସାଦ, ଟିଏସ୍‌କେର ମେକାନିକାଲ୍ ମେଟେଂନାନସ୍ ମୁଖ୍ୟ ବିଜୟ କୁମାର ନିରାଳା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଠାରେ ଏହା ଉଲ୍ଲେଖଯୋଗ୍ୟ ଯେ ପରିବେଶ ସ୍ୱାସ୍ଥ୍ୟ ପ୍ରତି ପ୍ରତିବଦ୍ଧତାର ଅଂଶ ସ୍ୱରୂପ ଟାଟା ଷ୍ଟିଲ୍ କଳିଙ୍ଗନଗର ପକ୍ଷରୁ ଏଭଳି ବୃକ୍ଷରୋପଣ କାର୍ଯ୍ୟକ୍ରମ ନିୟମିତ ଭାବେ ଆୟୋଜିତ ହୋଇଆସୁଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *