ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ । ବର୍ତ୍ତମାନ ଯେଉଁ ରାଜ୍ୟରେ ସଂକ୍ରମଣ ବଢ଼ିଛି ତାହା ସେମିତି ଅଧିକ ନୁହେଁ । ସେହି ଟ୍ରେଣ୍ଡକୁ ଦେଖିଲେ ଲାଗୁଛି ଆମେ ଭଲ ସ୍ଥିତିରେ ରହିବା । ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ଆମେ ଭଲ ସ୍ଥିତିରେ ରହିଛେ। ସେରୋସର୍ଭେ ରିପୋର୍ଟ ବହୁତ ଭଲ ଆସିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର । ସେମିତି କିଛି ଆମର ଅଣ ସଂକ୍ରମଣ ରୋଗ ବଢି ନାହିଁ । ଆମେ ଇନିଟିଗ୍ରେଟେଡ଼ ସର୍ଭିଲାନ୍ସ କଲୁ । ଆମର ସର୍ଭିଲାନ୍ସ ଚାଲିଥିଲା । ଯାହା ଦ୍ୱାରା କିଛି ଡ଼ିଟେକସନ ହେଲେ । କେସ ତ ରହିଛି । କେସ ପ୍ରତିଶତ ଅଧିକ ହୋଇପାରେ । ସେମିତି କହି ପାରିବାନି ଯେ ରାଜ୍ୟରେ ଅଣ ସଂକ୍ରମଣକ ରୋଗ ବଢି ଗଲା ବୋଲି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *